Wednesday, September 23, 2026
ADVERTISEMENT
Home ଆଞ୍ଚଳିକ କୋରାପୁଟ ନିର୍ବାଚନମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ତ୍ରିପୁରାରୀ ଗରଡ଼ା ଶତାଧିକ ବିଜେପି କର୍ମୀ ଓ ସମର୍ଥକଙ୍କ...

କୋରାପୁଟ ନିର୍ବାଚନମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ତ୍ରିପୁରାରୀ ଗରଡ଼ା ଶତାଧିକ ବିଜେପି କର୍ମୀ ଓ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଛନ୍ତି।

139
ADVERTISEMENT

କୋରାପୁଟ,୨୩/୧୧ (ଡି.ଏଚ ବ୍ୟୁରୋ):-କୋରାପୁଟ ନିର୍ବାଚନମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ତ୍ରିପୁରାରୀ ଗରଡ଼ା ଶତାଧିକ ବିଜେପି କର୍ମୀ ଓ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଛନ୍ତି। ସାଂସଦ ମାନସ ମଙ୍ଗରାଜ ତାଙ୍କୁ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିବା କହିଛନ୍ତି କୋରାପୁଟ ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜବୁତ ହେବ ।

Advertisement