ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

40
ADVERTISEMENT

ନୂଆଦିଲ୍ଲୀ,୨୫/୧୧(ଡି.ଏଚ ବ୍ୟୁରୋ):-ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏବଂ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଆସନ୍ତା ୨୯ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ ହୋଇଛି ।

Advertisement