Thursday, September 24, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ।

ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ।

137
ADVERTISEMENT

ସୁନ୍ଦରଗଡ଼,୩୦/୧୧ (ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ। ସେ ମେଘଡେଗାର ମନୋଜ ପଟେଲ ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଜମି କିସମ ପରିବର୍ତ୍ତନର ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଏବଂ ଭିଜିଲାନ୍ସ ଟିମ ତାଙ୍କ ତସଲାଡିହି କାର୍ଯ୍ୟାଳୟ ଓ ସର୍ଗିପାଲିସ୍ଥ ତାଙ୍କ ଶ୍ବଶୁର ଘରେ ଏକକାଳୀନ ଚଢ଼ଉ ଜାରି ରଖିଛି ।

Advertisement