Wednesday, August 19, 2026
ADVERTISEMENT
Home ଜାତୀୟ ୨୦୨୪ ଜାନୁଆରୀ ପହିଲାରୁ ପାଞ୍ଚ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ...

୨୦୨୪ ଜାନୁଆରୀ ପହିଲାରୁ ପାଞ୍ଚ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ମାଗଣା ଖାଦ୍ୟଶସ୍ୟ ବଣ୍ଟନ କରାଯିବ।

127
ADVERTISEMENT

ନୂଆଦିଲ୍ଲୀ(ଡି.ଏଚ ବ୍ୟୁରୋ):-୨୦୨୪ ଜାନୁଆରୀ ପହିଲାରୁ ପାଞ୍ଚ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ମାଗଣା ଖାଦ୍ୟଶସ୍ୟ ବଣ୍ଟନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ କମିଟି ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଥିବାବେଳେ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ହିତାଧିକାରୀମାନେ ୱାନ୍ ନେସନ୍ ୱାନ୍ ରାସନ କାର୍ଡ କାର୍ଯ୍ୟକ୍ରମ ଅଧୀନରେ ଦେଶର ଯେକୌଣସି ସୁଲଭ ମୂଲ୍ୟ ଦୋକାନରୁ ମାଗଣାରେ ଖାଦ୍ୟଶସ୍ୟ ପାଇପାରିବେ।

Advertisement