ଆଜି ବିଶ୍ବ ଏଡ୍ସଦିବସ।

37
ADVERTISEMENT

ଭୁବନେଶ୍ବର,୦୧/୧୨(ଡି.ଏଚ ବ୍ୟୁରୋ):-ଆଜି ବିଶ୍ବ ଏଡ୍‌ସ ଦିବସ। ଏଚ୍ଆଇଭି ଭୂତାଣୁର ସଂକ୍ରମଣ ଯୋଗୁଁ ହେଉଥିବା ଏଡ୍‌ସ ରୋଗର ଭୟାନକ ପରିଣତି ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଏହି ଦିବସ ଉତ୍ସର୍ଗୀକୃତ। ଏଚ୍ଆଇଭି ସଂକ୍ରମିତ ଲୋକଙ୍କୁ ସମର୍ଥନ ଓ ସହାନୁଭୂତି ପ୍ରଦର୍ଶନ ସହ ଏଡ୍ସ ଜନିତ ରୋଗରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କୁ ସ୍ମରଣ କରିବା ଏବଂ ନୂତନ ସଂକ୍ରମଣକୁ ରୋକିବା ପାଇଁ ଅଧିକ ପ୍ରୟାସ କରିବା ଉଦ୍ଦେଶ୍ୟରେ ବିଶ୍ବବ୍ୟାପୀ ଲୋକମାନଙ୍କ ପାଇଁ ଏହା ଏକ ସୁଯୋଗ ଆଣିଥାଏ।

Advertisement