Thursday, September 24, 2026
ADVERTISEMENT
Home ମୁଖ୍ୟ ଖବର ଭୀଷଣ ବାତ୍ୟା ‘ମିଗଜୋମ୍’ ପ୍ରଭାବରେ ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲ୍ଲାରେ ଜନଜୀବନ ସମ୍ପୂର୍ଣ୍ଣଭାବେ ପ୍ରଭାବିତ ହୋଇଛି।

ଭୀଷଣ ବାତ୍ୟା ‘ମିଗଜୋମ୍’ ପ୍ରଭାବରେ ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲ୍ଲାରେ ଜନଜୀବନ ସମ୍ପୂର୍ଣ୍ଣଭାବେ ପ୍ରଭାବିତ ହୋଇଛି।

362
ADVERTISEMENT

ଆନ୍ଧ୍ର,o୬/୧୨(ଡି.ଏଚ ବ୍ୟୁରୋ):-ଭୀଷଣ ବାତ୍ୟା ‘ମିଗଜୋମ୍’ ଆନ୍ଧ୍ରର ନେଲୋର ଓ ମଚ୍ଛଲିପଟନମ୍ ମଧ୍ୟରେ ଥିବା ବାପାଟଲା ନିକଟରେ ଲ୍ୟାଣ୍ଡଫଲ୍ କରିଛି। ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କିଲୋମିଟର ରହିବା ସହ ପାଖାପାଖି ଅଢ଼େଇ ଘଣ୍ଟା ଧରି ଏହି ପ୍ରକ୍ରିୟା ଜାରି ରହିଥିଲା । ଏବଂ ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲ୍ଲାରେ ଜନଜୀବନ ସମ୍ପୂର୍ଣ୍ଣଭାବେ ପ୍ରଭାବିତ ହୋଇଛି।

Advertisement