Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ଭଦ୍ରକ ଜିଲ୍ଲା ରାଣୀତାଲ ଛକ ନିକଟରେ ଭାରସ୍ୟାମ ହରାଇ ରାସ୍ତା କଡରେ ଥିବା ଗଛରେ ପିଟିହେଲା...

ଭଦ୍ରକ ଜିଲ୍ଲା ରାଣୀତାଲ ଛକ ନିକଟରେ ଭାରସ୍ୟାମ ହରାଇ ରାସ୍ତା କଡରେ ଥିବା ଗଛରେ ପିଟିହେଲା କାର ।

176
ADVERTISEMENT

ଭଦ୍ରକ,୧୨/୧୨(ଡି.ଏଚ ବ୍ୟୁରୋ):-ଭଦ୍ରକ ଜିଲ୍ଲା ରାଣୀତାଲ ଛକ ନିକଟରେ ଭାରସ୍ୟାମ ହରାଇ ରାସ୍ତା କଡରେ ଥିବା ଗଛରେ ପିଟିହେଲା କାର । ଏଥିରେ ଦୁଇଜଣଙ୍କର ପ୍ରାଣହାନି ଘଟିଥିବାବେଳେ ଅନ୍ୟ ଦୁଇଜଣ ଗୁରୁତର ଭାବେ ଆହତ ହୋଇ କଟକ ବଡ ମେଡିକାଲ୍ ରେ ଭର୍ତି । ସୂଚନା ଅନୁଯାୟୀ, ଆଜି ଭୋର ପ୍ରାୟ ୫ଟା ସମୟରେ ପଶ୍ଚିମବଙ୍ଗରୁ ପୁରୀ ଯାଉଥିବା ଏକ କାର୍ (ଓଡି-୦୫ ଜେଡ ୭୨୦୭) ରାଣୀତଲ ଛକ ନିକଟରେ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇଥିଲା।

Advertisement