Monday, November 2, 2026
ADVERTISEMENT
Home ଜାତୀୟ ସଂସଦର ସୁରକ୍ଷା ଭଙ୍ଗ ମାମଲାରେ ଲୋକସଭାରେ ୩୩ ସାଂସଦଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ରାଜ୍ୟସଭାରେ ୪୫...

ସଂସଦର ସୁରକ୍ଷା ଭଙ୍ଗ ମାମଲାରେ ଲୋକସଭାରେ ୩୩ ସାଂସଦଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ରାଜ୍ୟସଭାରେ ୪୫ ସାଂସଦଙ୍କୁ ନିଲମ୍ବିତ କରାଯାଇଛି।

162
ADVERTISEMENT

ନୂଆଦିଲ୍ଲୀ,୧୯/୧୨(ଡି.ଏଚ ବ୍ୟୁରୋ):-ସଂସଦର ସୁରକ୍ଷା ଭଙ୍ଗ ମାମଲାରେ ଲୋକସଭାରେ ୩୩ ସାଂସଦଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ରାଜ୍ୟସଭାରେ ୪୫ ସାଂସଦଙ୍କୁ ନିଲମ୍ବିତ କରାଯାଇଛି। ଏବଂ ଏହି ମାମଲାରେ ଗୃହ ମନ୍ତ୍ରୀଙ୍କ ବିବୃତି ଦାବିରେ ଉଭୟ ଲୋକସଭା ଏବଂ ରାଜ୍ୟସଭାରେ ବିରୋଧୀ ଦଳଙ୍କ ହଟ୍ଟଗୋଳ ଜାରି ରହିଛି। ଗତ ସପ୍ତାହ ଏହି ପ୍ରସଙ୍ଗରେ ୧୪ ସାଂସଦଙ୍କୁ ସସ୍ପେଣ୍ଡ କରାଯାଇଥିବା ବେଳେ ଉଭୟ ଗୃହର ନିଲମ୍ବିତ ସାଂସଦଙ୍କ ସଂଖ୍ୟା ୯୨ରେ ପହଞ୍ଚିଛି।

Advertisement