ଭିଜିଲାନ୍ସ ଜାଲରେ ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷ କାର୍ଯ୍ୟାଳୟର ପୂର୍ବତନ ପ୍ଲାନିଂ ମେମ୍ବର ବନ୍ଦିତା ମହାପାତ୍ର ଓ କନିଷ୍ଠ କିରାଣୀ ଲକ୍ଷ୍ମୀ ନାରାୟଣ ସାମଲ l

36
ADVERTISEMENT

ସମ୍ବଲପୁର,୧୯/୧୨(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷ କାର୍ଯ୍ୟାଳୟର ପୂର୍ବତନ ପ୍ଲାନିଂ ମେମ୍ବର ବନ୍ଦିତା ମହାପାତ୍ର ଓ କନିଷ୍ଠ କିରାଣୀ ଲକ୍ଷ୍ମୀ ନାରାୟଣ ସାମଲ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ପ୍ଲାନିଂ ମେମ୍ବର ବନ୍ଦିତା ମହାପାତ୍ରଙ୍କ ଘର ସମେତ ୬ଟି ସ୍ଥାନରେ ଚଢ଼ଉ ଚାଲିଥିବା ବେଳେ କନିଷ୍ଠ କିରାଣି ଲକ୍ଷ୍ମୀ ନାରାୟଣ ସାମଲଙ୍କ ଘରେ ମଧ୍ୟ ଭିଜିଲାନ୍ସ ର ଚଢ଼ଉ ଜାରି ରହିଛି।

Advertisement