Tuesday, September 8, 2026
ADVERTISEMENT
Home ଆଞ୍ଚଳିକ କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ମାହାକୁଡି ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଟୁରିଷ୍ଟ...

କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ମାହାକୁଡି ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଟୁରିଷ୍ଟ ବସ୍ ।

170
ADVERTISEMENT

କନ୍ଧମାଳ,୨୮/୧୨ (ଡି.ଏଚ ବ୍ୟୁରୋ):-କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ମାହାକୁଡି ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଟୁରିଷ୍ଟ ବସ୍ । ଏଥିରେ ୨୫ଜଣ ପର୍ଯ୍ୟଟକ ଆହତ ହୋଇ ଥିବାବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି। ଏବଂ ଉକ୍ତ ଟୁରିଷ୍ଟ ବସ୍ ଟି ପଶ୍ଚିମବଙ୍ଗରୁ ଦାରିଙ୍ଗବାଡ଼ି ବୁଲିବାକୁ ଆସିଥିଲା ।

Advertisement