Thursday, August 20, 2026
ADVERTISEMENT
Home ଆଞ୍ଚଳିକ ଦେଶର ବିଭିନ୍ନ ଅଞ୍ଚଳ ସମେତ ରାଜ୍ୟରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

ଦେଶର ବିଭିନ୍ନ ଅଞ୍ଚଳ ସମେତ ରାଜ୍ୟରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

170
ADVERTISEMENT

ଭୁବନେଶ୍ୱର,୩୦/୧୨(ଡି.ଏଚ ବ୍ୟୁରୋ):-ଦେଶର ବିଭିନ୍ନ ଅଞ୍ଚଳ ସମେତ ରାଜ୍ୟରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଏଥିପ୍ରତି ସଜାଗ ରହିବାକୁ ସ୍ବାସ୍ଥ୍ୟ ବିଭାଗ ନିର୍ଦେଶନାମା ଜାରି କରିବା ସହ ରାଜ୍ୟର ସମସ୍ତ ମେଡ଼ିକାଲ କଲେଜ ଓ ହସ୍ପିଟାଲକୁ ଚିଠିମାଧ୍ୟମରେ ସର୍ଭିଲାନ୍ସ ଓ ଟେଷ୍ଟିଂ ବଢ଼ାଇବାକୁ ନିର୍ଦେଶ ଦେଇଛି।

Advertisement