Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ବାରିପଦା ରେଶମ ନିର୍ଦ୍ଦେଶକ କାର୍ଯ୍ୟାଳୟର କ୍ଷେତ୍ର ସହାୟକ ବିଭୂତି କୁମାର...

ଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ବାରିପଦା ରେଶମ ନିର୍ଦ୍ଦେଶକ କାର୍ଯ୍ୟାଳୟର କ୍ଷେତ୍ର ସହାୟକ ବିଭୂତି କୁମାର ମଲ୍ଲିକ।

162
ADVERTISEMENT

ବାରିପଦା,୩୧/୧୨(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ବାରିପଦା ରେଶମ ନିର୍ଦ୍ଦେଶକ କାର୍ଯ୍ୟାଳୟର କ୍ଷେତ୍ର ସହାୟକ ବିଭୂତି କୁମାର ମଲ୍ଲିକ। ସେ ଜଣେ ଚାଷୀଙ୍କଠାରୁ ଫିଜିବିଲିଟି ସଂପର୍କରେ ଅନୁଧ୍ୟାନ କରି ରିପୋର୍ଟ ଦେବାକୁ ଦେଢ଼ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଏବଂ ଭିଜିଲାନ୍ସ ବିଭାଗ ଘର ସମେତ ରେଶମ ନିର୍ଦ୍ଦେଶକ କାର୍ଯ୍ୟାଳୟ ଓ ଅନ୍ୟ ସ୍ଥାନରେ ଚଢ଼ଉ ଜାରି କରିଥିବା ସୂଚନା ।

Advertisement