Monday, September 7, 2026
ADVERTISEMENT
Home ଆଞ୍ଚଳିକ ଗଞ୍ଜାମ- ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଲିଆ ଛକ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଟୁରିଷ୍ଟ ବସ...

ଗଞ୍ଜାମ- ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଲିଆ ଛକ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଟୁରିଷ୍ଟ ବସ ।

111
ADVERTISEMENT

ବ୍ରହ୍ମପୁର,୦୧/୧(ଡି.ଏଚ ବ୍ୟୁରୋ):-ଗଞ୍ଜାମ- ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଲିଆ ଛକ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଟୁରିଷ୍ଟ ବସ । ଏଥିରେ କିଛି ଯାତ୍ରୀ ଆହତ ହୋଇଥିବା ବେଳେ ସମସ୍ତ ଭଦ୍ରକ ଜିଲ୍ଲାର ବୋଲି ସୂଚନାl ଏବଂ ସେମାନେ ତାରାତାରିଣଙ୍କ ପୀଠ ଦର୍ଶନ କରି ଫେରୁଥିବାବେଳେ ଏଭଳି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।

Advertisement