Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ବାଲୁଗାଁ ୧୬ ନମ୍ବର ଜାତୀୟ ରାଜପଥ ଚିଲିକା ଢ଼ାବା ନିକଟରେ ଛିଡ଼ା ହୋଇଥିବା ଏକ ଟ୍ରକର...

ବାଲୁଗାଁ ୧୬ ନମ୍ବର ଜାତୀୟ ରାଜପଥ ଚିଲିକା ଢ଼ାବା ନିକଟରେ ଛିଡ଼ା ହୋଇଥିବା ଏକ ଟ୍ରକର ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ ।

150
ADVERTISEMENT

ବାଲୁଗା,୦୧/୧(ଡି.ଏଚ ବ୍ୟୁରୋ):-ବାଲୁଗାଁ ୧୬ ନମ୍ବର ଜାତୀୟ ରାଜପଥ ଚିଲିକା ଢ଼ାବା ନିକଟରେ ଛିଡ଼ା ହୋଇଥିବା ଏକ ଟ୍ରକର ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ । ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇ ବାଲୁଗାଁ ଡାକ୍ତରଖାନାରେ ଭର୍ତ୍ତି । ଏବଂ ସ୍ଥାନୀୟ ପୁଲିସ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି।

Advertisement