Thursday, August 20, 2026
ADVERTISEMENT
Home ଆଞ୍ଚଳିକ ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଦପଲା ଗ୍ରାମ ଠାରେ ମନମୁଣ୍ଡା ଥାନା ଅଧିକାରୀ କୁମୁଦ...

ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଦପଲା ଗ୍ରାମ ଠାରେ ମନମୁଣ୍ଡା ଥାନା ଅଧିକାରୀ କୁମୁଦ ଭୋଇଙ୍କୁ ମରଣାନ୍ତକ ଆକ୍ରମଣ ।

177
ADVERTISEMENT

ବୌଦ୍ଧ,୦୪/୧(ଡି.ଏଚ ବ୍ୟୁରୋ):-ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଦପଲା ଗ୍ରାମ ଠାରେ ମନମୁଣ୍ଡା ଥାନା ଅଧିକାରୀ କୁମୁଦ ଭୋଇଙ୍କୁ ମରଣାନ୍ତକ ଆକ୍ରମଣ । ଗ୍ରାମ ନିକଟରେ ଥିବା ସ୍କୁଲ ପାଖରେ ୧୦-୧୨ ଜଣ ଦୁର୍ବୃତ୍ତ ଗାଡି ଅଟକାଇ ଆକ୍ରମଣ କରିଥିଲେ। ଏବଂ ଦୁର୍ବୃତ୍ତଙ୍କ ଆକ୍ରମଣରେ ତାଙ୍କ ଅବସ୍ଥା ସଂକଟ।ପନ୍ନ ହେବାରୁ ତାଙ୍କୁ ବଲାଙ୍ଗିର ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି ।

Advertisement