Thursday, August 20, 2026
ADVERTISEMENT
Home ଆଞ୍ଚଳିକ ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

179
ADVERTISEMENT

କଟକ,୦୭/୧(ଡି.ଏଚ ବ୍ୟୁରୋ):-କଟକ ଜିଲ୍ଲାର ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇ ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏବଂ ବାବାଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ତାଙ୍କ ସହ କଟକ ଜିଲ୍ଲା ବିଜେପି ସଭାପତି ପ୍ରକାଶ ବେହେରାଙ୍କ ସମେତ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ।

Advertisement