Thursday, August 20, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜlଲରେ କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅଧମୁଣ୍ଡା ଆଶ୍ରମ ହାଇସ୍କୁଲର ପ୍ରଧାନ ଶିକ୍ଷକ ଅଗସ୍ତି...

ଭିଜିଲାନ୍ସ ଜlଲରେ କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅଧମୁଣ୍ଡା ଆଶ୍ରମ ହାଇସ୍କୁଲର ପ୍ରଧାନ ଶିକ୍ଷକ ଅଗସ୍ତି ସାହୁ l

183
ADVERTISEMENT

କେସିଙ୍ଗା,୨୦/୧(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜlଲରେ କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅଧମୁଣ୍ଡା ଆଶ୍ରମ ହାଇସ୍କୁଲର ପ୍ରଧାନ ଶିକ୍ଷକ ଅଗସ୍ତି ସାହୁ l ସେ ଠିକାଦାର ଯୁଧିଷ୍ଟିର ଭଗତଙ୍କ ଠାରୁ ସ୍କୁଲର ଏକ ବିଲ୍ଡିଙ୍ଗ କାମର ୫ ଲକ୍ଷ ଟଙ୍କା ବିଲ କରିବାକୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି।

Advertisement