Thursday, August 20, 2026
ADVERTISEMENT
Home ଆଞ୍ଚଳିକ ଭୁବନେଶ୍ୱର ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ୭୫ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି।

ଭୁବନେଶ୍ୱର ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ୭୫ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି।

95
ADVERTISEMENT

ଭୁବନେଶ୍ୱର,୨୬/୧(ଡି.ଏଚ ବ୍ୟୁରୋ):-ଭୁବନେଶ୍ୱର ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ୭୫ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ରଘୁବର ଦାସ ଜାତୀୟ ପତାକା ଉତ୍ତୋଳନ କରି ଚିତ୍ତାକର୍ଷକ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି।

Advertisement