Wednesday, August 19, 2026
ADVERTISEMENT
Home ଆଞ୍ଚଳିକ ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ଗଞ୍ଜାମ ଏସପି ଜଗମୋହନ ମୀନାଙ୍କୁ ୨୦୨୩ ରାଜ୍ୟପାଳ ପଦକ ପ୍ରଦାନ...

୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ଗଞ୍ଜାମ ଏସପି ଜଗମୋହନ ମୀନାଙ୍କୁ ୨୦୨୩ ରାଜ୍ୟପାଳ ପଦକ ପ୍ରଦାନ ।

112
ADVERTISEMENT

ବ୍ରହ୍ମପୁର,୨୭/୧(ଡି.ଏଚ ବ୍ୟୁରୋ):-୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ଗଞ୍ଜାମ ଏସପି ଜଗମୋହନ ମୀନାଙ୍କୁ ୨୦୨୩ ରାଜ୍ୟପାଳ ପଦକ ପ୍ରଦାନ କରାଯାଇଛି। ଏନେଇ ଭୁବନେଶ୍ୱର ଲୋକସେବା ଭଵନ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡିଶାର ମହାମହିମ ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଏହି ସମ୍ମାନ ଜନକ ପଦକ ପ୍ରଦାନ କରିଛନ୍ତି ।

Advertisement