Wednesday, August 19, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ମାଲକାନଗିରି ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତି l

ଭିଜିଲାନ୍ସ ଜାଲରେ ମାଲକାନଗିରି ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତି l

158
ADVERTISEMENT

ମାଲକାନଗିରି,୩୦/୧(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ମାଲକାନଗିରି ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତି l ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ତାଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରୁଛି ।ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ ୧୫ହଜାର ଟଙ୍କା ନଗଦ ଜବତ ହେବା ସହ ଗୋଟିଏ କାର ଓ ବାଇକ ଜବତ ହୋଇଛି ।

Advertisement