Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ଭଦ୍ରକ୧୬ ନମ୍ବର ଜାତୀୟ ରାଜପଥର ବିଷ୍ଣୁପୁର ଛକ ନିକଟରେ ଦୁର୍ଘଟଣା ।

ଭଦ୍ରକ୧୬ ନମ୍ବର ଜାତୀୟ ରାଜପଥର ବିଷ୍ଣୁପୁର ଛକ ନିକଟରେ ଦୁର୍ଘଟଣା ।

161
ADVERTISEMENT

ଭଦ୍ରକ,୦୨/୨(ଡି.ଏଚ ବ୍ୟୁରୋ):-ଭଦ୍ରକ୧୬ ନମ୍ବର ଜାତୀୟ ରାଜପଥର ବିଷ୍ଣୁପୁର ଛକ ନିକଟରେ ଦୁର୍ଘଟଣା । ଏକ ଟ୍ୟାଙ୍କର ଟ୍ରକ୍କୁ ଧକ୍କା ଦେଇ ବାଇକ୍ ଆରୋହୀଙ୍କ ଉପରେ ଚଢିଯିବା ଫଳରେ ବାଇକ୍ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ।ଏବଂ ଦୁର୍ଘଟଣା ସ୍ଥଳରେ ଚାପା ଉତ୍ତେଜନା ଲାଗି ରହିବା ସହ ସ୍ଥାନୀୟଲୋକେ ପ୍ରତିବାଦ କରି ରାସ୍ତାରୋକ କରିଥିବାବେଳେ ଖବର ପାଇ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Advertisement