Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ହାଇୱା ଧକ୍କାରେ ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ବାମୀ ଗୁରୁତର ଅବସ୍ଥାରେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି...

ହାଇୱା ଧକ୍କାରେ ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ବାମୀ ଗୁରୁତର ଅବସ୍ଥାରେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି ।

131
ADVERTISEMENT

ଖୋର୍ଦ୍ଧା,o୩/୨(ଡି.ଏଚ ବ୍ୟୁରୋ):-ଖୋର୍ଦ୍ଧା ବେଗୁନିଆ ବଡ ବେରଣା ଡୁମୁଣି ମନ୍ଦିର ନିକଟରେ ହାଇୱା ଧକ୍କାରେ ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ବାମୀ ଗୁରୁତର ଅବସ୍ଥାରେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି । ଉଭୟେ ଦମ୍ପତି ସ୍କୁଟି ଯୋଗେ ଭୁବନେଶ୍ୱର ଅଭିମୁଖେ ଯାଉଥିବାବେଳେ ହାଇଓ୍ବା ଗାଡିଟି ମହିଳାଙ୍କୁ ଚାପି ଦେଇ ୫୦ମିଟର ଘୋଷାଡ଼ି ନେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ସ୍ତ୍ରୀଙ୍କର ପ୍ରାଣହାନି ଘଟିଥିଲା। ଏଥିରେ ଉତକ୍ଷିପ୍ତ ହୋଇ ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡିମଟର ଅଟକି ଥିବାବେଳେ ପୁଲିସର ଛାନଭିନ୍ ଜାରି ।

Advertisement