Tuesday, August 18, 2026
ADVERTISEMENT
Home ଆଞ୍ଚଳିକ ଆଜି ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ...

ଆଜି ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ |

139
ADVERTISEMENT

ଭୁବନେଶ୍ୱର,୦୭/୨(ଡି.ଏଚ ବ୍ୟୁରୋ):-ଆଜି ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ | ରାଜ୍ୟପାଳ ରଘୁବର ଦାସ ପଦ ଓ ଗୋପନୀୟତାର ଶପଥପାଠ କରାଇଥିବାବେଳେ ଏହି ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ରାଜ୍ୟପାଳ, ପୁଲିସ ଡ଼ିଜିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ |

Advertisement