ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲ୍ଲା ସଇଁତଳା ତହସିଲରେ କାର୍ଯ୍ୟରତ ଅମିନ ନିର୍ମଳେନ୍ଦୁ କବି ।

35
ADVERTISEMENT

ସଇଁତଳା,୦୮/୨(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲ୍ଲା ସଇଁତଳା ତହସିଲରେ କାର୍ଯ୍ୟରତ ଅମିନ ନିର୍ମଳେନ୍ଦୁ କବି । ଅମିନ ଜମି ଡିମାରକେସନ ପାଇଁ ଜଣକଠାରୁ ୮ ହଜାର ତହସିଲ କାର୍ଯ୍ୟାଳୟରେ ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଥିଲା। ଏବଂ ଭିଜିଲାନ୍ସ ଟିମ୍ ୮ ହଜାର ଟଙ୍କା ଜବତ କରିବା ସହ ନିର୍ମଳେନ୍ଦୁ କବିଙ୍କୁ ବଲାଙ୍ଗୀର ଭିଜିଲାନ୍ସ କାର୍ଯ୍ୟାଳୟକୁ ନେଇ ଅଧିକ ପଚରାଉଚରା ଜାରି କରୁଛି।

Advertisement