Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଛତ୍ରପୁର ସ୍ଥିତ ଜିଲ୍ଲା ପରିବହନ ବିଭାଗର ଡାଟା ଏଣ୍ଟ୍ରି ଅପରେଟର...

ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଛତ୍ରପୁର ସ୍ଥିତ ଜିଲ୍ଲା ପରିବହନ ବିଭାଗର ଡାଟା ଏଣ୍ଟ୍ରି ଅପରେଟର ଗୌରହରି ପାଢୀ ।

162
ADVERTISEMENT

ବ୍ରହ୍ମପୁର,୦୯/୨(ଡି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଛତ୍ରପୁର ସ୍ଥିତ ଜିଲ୍ଲା ପରିବହନ ବିଭାଗର ଡାଟା ଏଣ୍ଟ୍ରି ଅପରେଟର ଗୌରହରି ପାଢୀ । ସେ ୨ଟି ବାଇକର ଜରିମାନା ରାଶି ଛାଡ଼ କରିବା ନେଇ ୧୨ ହଜାର ଟଙ୍କା ଲାଞ୍ଚ ନେବା ବେଲେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ କାବୁ କରିଥିଲା । ଏବଂ ତାଙ୍କର ପୈତୃକ ବାସ ଭବନ ଠାରେ ଛାନଭିନ୍ କରିବା ସହ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି ଭିଜିଲାନ୍ସ ।

Advertisement