Tuesday, August 18, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣ ବର୍ଷାର ସମ୍ଭାବନା ରହିଛି।

ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣ ବର୍ଷାର ସମ୍ଭାବନା ରହିଛି।

102
ADVERTISEMENT

ଭୁବନେଶ୍ୱର,୨୫/୧୧,(ଡ଼ି.ଏଚ୍.ବ୍ୟୁରୋ):-ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଏହା କ୍ରମଶଃ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆଜି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ। ପରେ ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରି ତାମିଲନାଡୁ କିମ୍ବା ଶ୍ରୀଲଙ୍କା ଉପୂକଳ ମୁହାଁଇବ। ତେବେ ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ପଡୁନଥିବାବେଳେ ଆସନ୍ତା ୨୭ ତାରିଖରୁ ୩ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣ ବର୍ଷାର ସମ୍ଭାବନା ରହିଛି।

Advertisement