ଭୁବନେଶ୍ୱର,୨୮/୧୧(ଡ଼ି.ଏଚ୍.ବ୍ୟୁରୋ):-ରାଜ୍ୟରେ ୩ କୋଟି ୩୬ ଲକ୍ଷ ୩୫ ହଜାର ୯୧୮ ଜଣଙ୍କ ମଧ୍ୟରୁ ଏଯାଏଁ ୨ କୋଟି ୬୯ ଲକ୍ଷ ୨୩ ହଜାର ୮୩୦ ହିତାଧିକାରୀଙ୍କ କେୱାଇସି ଯାଞ୍ଚ ଶେଷ ହୋଇଛି। ଆହୁରି ୬ ଲକ୍ଷ ୧୯ ହଜାର ୮୩୬ ନୂଆ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଥିବାବେଳେ ନୂଆ ତାଲିକାରେ ସମସ୍ତ ଯୋଗ୍ୟ ହିତାଧିକାରୀ ସାମିଲ ହେବା ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।