Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ପୁଣି ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ରାଗିଂ ।

ପୁଣି ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ରାଗିଂ ।

127
ADVERTISEMENT

ବ୍ରହ୍ମପୁର,୦୨/୧୨(ଡ଼ି.ଏଚ୍.ବ୍ୟୁରୋ):-ପୁଣି ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ରାଗିଂ । କିଛି ସିନିୟର ଛାତ୍ର ଜୁନିୟର ଛାତ୍ରଙ୍କୁ ନିଜ ବ୍ୟକ୍ତିଗତ କାମରେ ଲଗାଉଥିବା ନେଇ ଜୁନିୟର ଛାତ୍ରମାନେ ଏମକେସିଜି ଆଣ୍ଟି ରାଗିଂ ସେଲରେ ଅଭିଯୋଗ କରିଛନ୍ତି । ଏବଂ ଏହି ଘଟଣାକୁ ନେଇ ଆଜି ଅପରାହ୍ନରେ ଆଣ୍ଟି ରାଗିଂ ସେଲ ବୈଠକ ବସିବାର ସୂଚନା ରହିଛି।

Advertisement