ଫେଙ୍ଗାଲ’ ପ୍ରଭାବରେ ରାଜ୍ୟରେ ପାଗ ମେଘୁଆ ରହିଛି।

16
ADVERTISEMENT

ଭୁବନେଶ୍ୱର,୦୨/୧୨(ଡ଼ି.ଏଚ୍.ବ୍ୟୁରୋ):-ତାମିଲନାଡ଼ୁରେ ବାତ୍ୟା ‘ଫେଙ୍ଗାଲ’ ପ୍ରଭାବରେ ରାଜ୍ୟରେ ପାଗ ମେଘୁଆ ରହିଛି। ଆସନ୍ତା ୪ ତାରିଖ ଯାଏଁ ମେଘୁଆ ପାଗ ଲାଗି ରହିବା ସହ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ହୋଇଛି। ଏବଂ୫ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବାର ଆଶଙ୍କା ରହିଛି l

Advertisement