ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ଶୀତ ବଢ଼ିବl ସହ ସର୍ବନିମ୍ନ ତାପମାତ୍ରା ୨-୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ l

13
ADVERTISEMENT

ଭୁବନେଶ୍ୱର,୦୪/୧୨(ଡ଼ି.ଏଚ୍.ବ୍ୟୁରୋ):-ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ଶୀତ ବଢ଼ିବl ସହ ସର୍ବନିମ୍ନ ତାପମାତ୍ରା ୨-୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ l ଓ ୭ ତାରିଖ ଯାଏଁ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ ହୋଇଛି। ଏବଂ ଆଜି କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି।

Advertisement