ମାଲକାନଗିରି ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ ।

12
ADVERTISEMENT

ମାଲକାନଗିରି,୦୪/୧୨(ଡ଼ି.ଏଚ୍.ବ୍ୟୁରୋ):-ମାଲକାନଗିରି ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫ ଦଶମିକ ୩ ଥିବାବେଳେ ଏ ପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିନାହିଁ l କିନ୍ତୁ ଭୂମିକମ୍ପ ବେଳେ ସ୍ଥାନୀୟ ଲୋକେ ଭୟଭୀତ ହେବା ସହ କିଛି ଲୋକ ଘରୁ ବାହାରକୁ ବାହାରି ଆସିଥିଲେ। ସେହିଭଳି ତେଲଙ୍ଗାନାରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି ।

Advertisement