Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ ରେବତୀ ରମଣ ଯୋଶୀ।

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ ରେବତୀ ରମଣ ଯୋଶୀ।

121
ADVERTISEMENT

ସମ୍ବଲପୁର,୦୬/୧୨(ଡି.ଏଚ୍.ବ୍ୟୁରୋ):-ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ ରେବତୀ ରମଣ ଯୋଶୀ। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ରମଣ ଯୋଶୀଙ୍କ ସମ୍ବଲପୁର ସ୍ଥିତ କାର୍ଯ୍ୟାଳୟ, ଘର ଓ ବରଗଡ଼ରେ ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ ଜାରି କରାଯାଇଛି।

Advertisement