ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷାର ସମ୍ଭାବନା ରହିଛି l

30
ADVERTISEMENT

ଭୁବନେଶ୍ଵର,୦୮/୧୨(ଡି.ଏଚ୍.ବ୍ୟୁରୋ):-ଆଜି ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର , ବୌଦ୍ଧ ରେ ହାଲୁକା ବର୍ଷାର ସମ୍ଭାବନା ଥିବାବେଳେ ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ନୟାଗଡ଼, କନ୍ଧମାଳ, ରାୟଗଡ଼, କଟକ ଏବଂ ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ହାଲୁକା ବର୍ଷାର ସମ୍ଭାବନା ରହିଛି l ଏନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।

Advertisement