Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରୁ ପୋଲିସ ହାତରେ ଧରାପଡିଲେ ପାଞ୍ଚ ଜଣ ନକଲି ମାଓବାଦୀ ।

ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରୁ ପୋଲିସ ହାତରେ ଧରାପଡିଲେ ପାଞ୍ଚ ଜଣ ନକଲି ମାଓବାଦୀ ।

159
ADVERTISEMENT

ମାଲକାନଗିରି,୦୯/୧୨(ଡି.ଏଚ୍.ବ୍ୟୁରୋ):-ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରୁ ପୋଲିସ ହାତରେ ଧରାପଡିଲେ ପାଞ୍ଚ ଜଣ ନକଲି ମାଓବାଦୀ । ସେମାନେ ନିଜକୁ ମାଓବାଦୀ କହି ଲୋକଙ୍କୁ ପ୍ରଜାକୋର୍ଟରେ ଧମକ ଦେଇ ବଟି ଆଦାୟ କରୁଥିଲେ। ଏନେଇ ଚିତ୍ରକୋଣ୍ଡା ଥାନା ବଡପଦର ପଞ୍ଚାୟତର ନାୟବ ସରପଞ୍ଚ ଭକ୍ତରାମ ଶିଶା ଚିତ୍ରକୋଣ୍ଡା ଥାନାରେ ଏକ ଅଭିଯୋଗ କରିଥିଲେ।

Advertisement