Tuesday, September 8, 2026
ADVERTISEMENT
Home ଆଞ୍ଚଳିକ କନ୍ଧମାଳ ଜିଲ୍ଲା ଗାଡିଆପଡା ଘାଟିରେ ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟି ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ...

କନ୍ଧମାଳ ଜିଲ୍ଲା ଗାଡିଆପଡା ଘାଟିରେ ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟି ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି।

157
ADVERTISEMENT

କନ୍ଧମାଳ,୧୨/୧୨(ଡି.ଏଚ୍.ବ୍ୟୁରୋ):-କନ୍ଧମାଳ ଜିଲ୍ଲା ଗାଡିଆପଡା ଘାଟିରେ ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟି ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ଚାରିପଡା ଗ୍ରାମର ପ୍ରବୀଣ ଜାନି ହୋଇଥିବାବେଲେ ଉଭୟ ଗାଡିଆପଡାରୁ ବାଲି ଆଣିବାକୁ ଯାଉଥିଲେ ।ଏବଂ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସର ତଦନ୍ତ ଆରମ୍ଭ ।

Advertisement