Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ରାସ୍ତାକଡକୁ ଓଲଟିଲା ଯାତ୍ରୀବାହୀ ବସ୍ ।

ରାସ୍ତାକଡକୁ ଓଲଟିଲା ଯାତ୍ରୀବାହୀ ବସ୍ ।

133
ADVERTISEMENT

ଖୋର୍ଦ୍ଧା,୧୬/୧୨(ଡି.ଏଚ୍.ବ୍ୟୁରୋ):-ଖୋର୍ଦ୍ଧା ଜିଲ୍ଲା ୫୭ ନଂ ଜାତୀୟ ରାଜପଥ ବାଘମାରୀ ଛକ ନିକଟରେ ରାସ୍ତାକଡକୁ ଓଲଟିଲା ଯାତ୍ରୀବାହୀ ବସ୍ । ଏଥିରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି ଥିବାବେଳେ ଅନ୍ୟ କିଛି ଆହତଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଛି। ଡ୍ରାଇଭରଙ୍କ ଆଖି ଲାଗି ଯିବାରୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ଏବଂ ଯାତ୍ରୀବାହୀ ବସଟି ସୋରଡାରୁ ପୁରୀ ଯାଉଥିଲା ।

Advertisement