Tuesday, August 18, 2026
ADVERTISEMENT
Home ଆଞ୍ଚଳିକ ରେଭେନ୍ସା ବିଶ୍ଵବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସରର ମୃତଦେହ ଉଦ୍ଧାର ।

ରେଭେନ୍ସା ବିଶ୍ଵବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସରର ମୃତଦେହ ଉଦ୍ଧାର ।

160
ADVERTISEMENT

କଟକ,୧୭/୧୨(ଡି.ଏଚ୍.ବ୍ୟୁରୋ):-କଟକ ଯୋବ୍ରା ଆନିକଟ ବ୍ୟାରେଜର ୯୩ ନମ୍ବର ଗେଟରେ ରେଭେନ୍ସା ବିଶ୍ଵବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ବୈଷ୍ଣବ ଚରଣ ସିଂହ ମୃତଦେହ ଉଦ୍ଧାର । ତାଙ୍କ ଘର କଟକ ରାଜେନ୍ଦ୍ରନଗର ହୋଇଥିବାବେଳେ ତାଙ୍କ ପରିବାର ଲୋକ ୧୫ତାରିଖ ଦିନ ସେ ନିଖୋଜ ଥିବା ନେଇ ନନ୍ଦନକାନନ ଥାନାରେ ଏତଲା ଦେଇଥିଲେ। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଅସ୍ପଷ୍ଟ ଥିବାବେଳେ ଘଟଣା ସ୍ଥଳରେ ମାଲଗୋଦାମ ଥାନା ପୁଲିସର ତଦନ୍ତ ଜାରି ।

Advertisement