Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ।

ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ।

112
ADVERTISEMENT

ଭୁବନେଶ୍ୱର,୧୮/୧୨(ଡି.ଏଚ୍.ବ୍ୟୁରୋ):-ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପାଗ କୋହଲା ରହିବା ସହ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Advertisement