ଜଗତସିଂହପୁର,୧୯/୧୨(ଡି.ଏଚ୍.ବ୍ୟୁରୋ):- ଜଗତସିଂହପୁର ଜିଲାର ସହକାରୀ ଜିଲାପାଳ ଉମେଶଚନ୍ଦ୍ର ଲେଙ୍କା ନିଲମ୍ବିତ ହୋଇଛନ୍ତି । ସେ ଜଣେ କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାରୀ । ଏହା ସହ ମହିଳା ମାର୍ଶଲିଂ ଅଧିକାରୀଙ୍କ ଜରିଆରେ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି ।