Thursday, August 13, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ହେବାର ସମ୍ଭାବନା ରହିଛି।

116
ADVERTISEMENT

ଭୁବନେଶ୍ୱର,୨୦/୧୨(ଡି.ଏଚ୍.ବ୍ୟୁରୋ):-ଦକ୍ଷିଣ ବଙ୍ଗୋପ ସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ମେଘୁଆ ପାଗ ଲାଗି ରହିବା ସହିତ ହାଲୁକାରୁ ମଧ୍ୟମ ଧରରଣ ବର୍ଷା ହେବାର ସମ୍ଭାବନା ରହିଛି। ଏବଂ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ହୋଇଛି।

Advertisement