ଜାତୀୟ ନେପାଳରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି। By Dunia Halchal - December 21, 2024 114 Share FacebookTwitterPinterestWhatsApp ADVERTISEMENT ନୂଆଦିଲ୍ଲୀ,୨୧/୧୨(ଡି.ଏଚ୍.ବ୍ୟୁରୋ):-ନେପାଳରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୮ ରେକର୍ଡ ହୋଇଥିବା ବେଳେ ଭୂକମ୍ପ ଝଟକା ଅନୁଭବ ହେବା ମାତ୍ରେ ଲୋକେ ଭୟରେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ। ଏବଂ ଏଥିରେ କୌଣସି ଧନଜୀବନ ହାନୀ ହୋଇନଥିବା ନେଇ ସୂଚନା ମିଳିଛି। Advertisement