Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ରାହୁଲ ଗାନ୍ଧିଙ୍କ କୁଶପୁତ୍ତଳିକା ଦାହ କରିବା ସହ ବିକ୍ଷୋଭ ପ୍ରଦର୍ଶନ ।

ରାହୁଲ ଗାନ୍ଧିଙ୍କ କୁଶପୁତ୍ତଳିକା ଦାହ କରିବା ସହ ବିକ୍ଷୋଭ ପ୍ରଦର୍ଶନ ।

120
ADVERTISEMENT

ମାଲକାନଗିରି,୨୨/୧୨(ଡି.ଏଚ୍.ବ୍ୟୁରୋ):-ସଂସଦର ଶୀତକାଳୀନ ଅଧିବେଶନ ସମୟରେ ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ରାହୁଲ ଗାନ୍ଧିଙ୍କ ଆକ୍ରମଣ ଅଭିଯୋଗ ନେଇ ମାଲକାନଗିରି ବିଜେପି ଯୁବମୋର୍ଚ୍ଚା ତରଫରୁ ଆଜି ପ୍ରଦର୍ଶନ ହୋଇଛି। ବିଜେପି କର୍ମୀମାନେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ କୁଶପୁତ୍ତଳିକା ଦାହ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

Advertisement