ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର ବିପିନ ଦେହୁରୀ।

12
ADVERTISEMENT

ସୁବର୍ଣ୍ଣପୁର,୨୨/୧୨(ଡି.ଏଚ୍.ବ୍ୟୁରୋ):-ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର ବିପିନ ଦେହୁରୀ। ସେ ଜଣେ ହିତାଧିକାରୀଙ୍କୁ ଋଣ କରାଇଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏବଂ ସମ୍ବଲପୁର ଭିଜିଲାନ୍ସ ଏକ ମାମଲା ରୁଜୁ କରି ଅଭିଯୁକ୍ତ ଶ୍ରୀ ଦେହୁରୀଙ୍କ ବିପକ୍ଷରେ ଅଧିକ ତଦନ୍ତ ଜାରି କରିଛି।

Advertisement