Thursday, November 5, 2026
ADVERTISEMENT
Home ଜାତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ।

141
ADVERTISEMENT

ନୂଆଦିଲ୍ଲୀ,୨୩/୧୨(ଡି.ଏଚ୍.ବ୍ୟୁରୋ):-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଦେଶର ୪୫ଟି ସ୍ଥାନରେ ଅନୁଷ୍ଠିତ ନିଯୁକ୍ତି ମେଳାରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏବଂ ନିଯୁକ୍ତି ପତ୍ର ପାଇବାକୁ ମନୋନୀତ ପ୍ରାର୍ଥୀ କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରାଳୟ, ଡାକ ବିଭାଗ , ଉଚ୍ଚ ଶିକ୍ଷା ବିଭାଗ , ସ୍ଵାସ୍ଥ୍ୟ ବିଭାଗ , ଅର୍ଥ ବିଭାଗ ସହ ଅନ୍ୟାନ୍ୟ ବିଭାଗ ଲାଗି କାମ କରିବେ।

Advertisement