ADVERTISEMENT
Home ଆଞ୍ଚଳିକ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ତାଙ୍କ ବାନ୍ଧବୀଙ୍କୁ ଅପହରଣ କରିଥିବା ଅଭିଯୋଗ ହୋଇଛି।

ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ତାଙ୍କ ବାନ୍ଧବୀଙ୍କୁ ଅପହରଣ କରିଥିବା ଅଭିଯୋଗ ହୋଇଛି।

150
ADVERTISEMENT

ଭୁବନେଶ୍ବର,୨୩/୧୨(ଡି.ଏଚ୍.ବ୍ୟୁରୋ):-ରାଜଧାନୀ ଭୁବନେଶ୍ବରର ମୈତ୍ରୀ ବିହାର ଥାନା ଅଞ୍ଚଳରେ ୪ଜଣ ଯୁବକ ଆକାଶ ସିଂହ ନାମକ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ତାଙ୍କ ବାନ୍ଧବୀଙ୍କୁ ଅପହରଣ କରିନେଇଥିବା ଅଭିଯୋଗ ହୋଇଛି। ତେବେ ଯୁବତୀଙ୍କୁ ଉଦ୍ଧାର ପାଇଁ କମିଶନରେଟ୍ ପୁଲିସ୍ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିବା ସହ ଘଟଣାର ପ୍ରକୃତ ସତ୍ୟାସତ୍ୟ ଜାଣିବାକୁ ପ୍ରୟାସ କରୁଛି।

Advertisement