ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଏ ଏସ ଆଇ ମୁକୁନ୍ଦ ଖେମୁଣ୍ଡୁ l

5
ADVERTISEMENT

ଜୁନାଗଡ଼,୨୭/୧୨(ଡି.ଏଚ୍.ବ୍ୟୁରୋ):-ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଏ ଏସ ଆଇ ମୁକୁନ୍ଦ ଖେମୁଣ୍ଡୁ l ସ୍ଥାନୀୟ ଗୋଇରାପଦର ଗାଁର ପ୍ରଭା ପୂଜାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ୩୫୦୦ ଟଙ୍କା ଲାଞ୍ଚ ନେବା ବେଳେ ପୂର୍ବରୁ ପ୍ରସ୍ତୁତ ଭିଜିଲାନ୍ସ ବିଭାଗ ମାଡ଼ିବସିଥିଲା l

Advertisement