Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ହିଞ୍ଜିଳି, ଶେରଗଡ଼, କବିସୂର୍ଯ୍ୟନଗର, ଆସିକା ଓ ଖଲ୍ଲିକୋଟ ଗସ୍ତରେ ଯିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ...

ହିଞ୍ଜିଳି, ଶେରଗଡ଼, କବିସୂର୍ଯ୍ୟନଗର, ଆସିକା ଓ ଖଲ୍ଲିକୋଟ ଗସ୍ତରେ ଯିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ l

100
ADVERTISEMENT

ବ୍ରହ୍ମପୁର,୩୦/୧୨(ଡି.ଏଚ୍.ବ୍ୟୁରୋ):-ଆଜି ଗଞ୍ଜାମ ଜିଲ୍ଲାର ହିଞ୍ଜିଳି, ଶେରଗଡ଼, କବିସୂର୍ଯ୍ୟନଗର, ଆସିକା ଓ ଖଲ୍ଲିକୋଟ ଗସ୍ତରେ ଯିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ l ଏବଂ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବା ଅଞ୍ଚଳ ବୁଲି ଦେଖିବା ସହ ଚାଷୀଙ୍କୁ ଭେଟିବେ। ସେହିପରି ଆସନ୍ତା କାଲି ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଗସ୍ତ କରିବେ।

Advertisement