ADVERTISEMENT
Home ଆଞ୍ଚଳିକ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି।

ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି।

141
ADVERTISEMENT

ପୁରୀ,୩୧/୧୨(ଡି.ଏଚ୍.ବ୍ୟୁରୋ):-ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଲମ୍ବା ଧାଡ଼ିରେ ଛିଡା ହୋଇ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ଲାଗି ଅପେକ୍ଷା କରି ରହିଛନ୍ତି। କେବଳ ସିଂହଦ୍ଵାର ପଟେ ଭକ୍ତମାନେ ପ୍ରବେଶ କରିବା ସହ ଅନ୍ୟ ତିନି ଦ୍ବାରରେ ପ୍ରସ୍ଥାନ ପାଇଁ ବ୍ୟବସ୍ଥା କରାଯାଇଥିବାବେଳେ ଆଜି ରାତିଠାରୁ ଆସନ୍ତା ୧ ତାରିଖ ରାତି ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ ।

Advertisement