Friday, November 6, 2026
ADVERTISEMENT
Home ଜାତୀୟ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଦିଲ୍ଲୀ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି।

ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଦିଲ୍ଲୀ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି।

186
ADVERTISEMENT

ନୂଆଦିଲ୍ଲୀ,୦୮/୧(ଡି.ଏଚ୍.ବ୍ୟୁରୋ):- ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ନିର୍ବାଚନ ପାଇଁ ଚଳିତ ମାସ ୧୦ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଜାନୁଆରୀ ୧୭ ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ରହିଥିବାବେଳେ ୧୮ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ଏବଂ ଜାନୁଆରୀ ୨୦ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିବ ।

Advertisement