ଭୁବନେଶ୍ୱର,୦୮/୧(ଡି.ଏଚ୍.ବ୍ୟୁରୋ):-ଆଜିଠୁ ଭୁବନେଶ୍ୱର ଜନତା ମଇଦାନରେ ଆରମ୍ଭ ହେଉଛି ୩ ଦିନିଆ ପ୍ରବାସୀ ଭାରତୀୟ ସମ୍ମିଳନୀ। ଯାହାକୁ ସମ୍ବୋଧନ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର ଏବଂ କେନ୍ଦ୍ର ଯୁବ ଓ କ୍ରୀଡ଼ାମନ୍ତ୍ରୀ ଡ. ମନସୁଖ ମାଣ୍ଡଭୀୟ। ଏବଂ ଆସନ୍ତା କଲି ପ୍ରବାସୀ ଭାରତୀୟ ଦିବସର ଉଦ୍ଘାଟନୀ ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।